www.samajalive.in
Saturday, December 13, 2025
26.1 C
Bhubaneswar

ଏମାର ମଠ ରୁପା ଇଟା ସ୍ଥାନାନ୍ତର ପ୍ରସ୍ତାବ

ପୁରୀ : ଆଜି ପୁରୀରେ ଶ୍ରୀମନ୍ଦିର ଛତିଶାନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି।  ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଜାରି ରହିଛି। ରତ୍ନଭଣ୍ଡାର ମରାମତି ସରିଥିବାରୁ ଏମାର ମଠରୁ ବାହାରିଥିବା ରୁପା ଇଟା ଶ୍ରୀମନ୍ଦିର ଆଣିବାକୁ ପ୍ରସ୍ତାବ ହୋଇଛି। ଏମାର ମଠରୁ ବାହାରିଥିବା ୫୪୫ ରୁପା ଇଟା ଜିଲ୍ଲା ଆର୍ମରୀରେ ରହିଛି। ଅନ୍ୟପଟେ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ, ମଇଲମ, ତଡପଲାଗି, ଅବକାଶ, ସକାଳଧୂପ ନୀତି ପରେ ବାଳଧୂପ ବାହାରେ । ତେବେ କେଉଁ ସମୟରେ ଶ୍ରୀମନ୍ଦିର ଫିଟାଯାଇ ଏହି ନୀତି ସବୁ ହେବ ସେନେଇ ବୈଠକରେ ବିଭିନ୍ନ ନିଯୋଗର ସେବକଙ୍କ ସହ ଆଲୋଚନା କରାଯିବ । ପଞ୍ଚୁକ ପାଇଁ ମହାପ୍ରଭୁଙ୍କ ବିଭିନ୍ନ ବେଶ ନେଇ ଆଲୋଚନା କରାଯିବ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories