www.samajalive.in
Saturday, December 13, 2025
21.1 C
Bhubaneswar

ରଣପୁର ଅବକାରୀ ଥାନା ଦ୍ୱାରା ବ୍ରାଉନ ସୁଗାର ଜବତ ୨ ଗିରଫ

ରଣପୁରଗଡ: ନୟାଗଡ଼ ଜିଲ୍ଲା ରଣପୁର ଅବକାରୀ ଥାନା ଅଞ୍ଚଳ ରେ ବ୍ରାଉନ ସୁଗାର କାରବାର ବଢିବାରେ ଲାଗିଛି । ଶାରଦୀୟ ପୂଜା କୁ ଶୣଙ୍ଖଳିତ କରିବା ପାଇଁ ରଣପୁର ଅବକାରୀ ଥାନା ଉପ ନିରୀକ୍ଷକ ଅର୍ପିତାରାଣୀ ସାହୁ ସଜାଗ ଥିବାବେଳେ ବିଶ୍ୱସ୍ତ ସୁତ୍ରରୁ ଖବର ପାଇ ଡମସାହି ଠାରେ ଏକ ବାଇକ କୁ ତନଖି କରିବା ସମୟରେ ୬୫  ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଏଥିରେ ସମ୍ପୃକ୍ତ ଚନ୍ଦ୍ରକାନ୍ତ ଦଳବେହେରା ଓ ସୁଶାନ୍ତ କୁମାର କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଜଣାପଡିଛି। ବ୍ୟବସାୟରେ ବ୍ୟବହୃତ ବାଇକକୁ ମଧ୍ୟ ଜବତ କରାଯାଇଛି । ଅଭିଯୁକ୍ତର ଜାମିନ ନାମଞ୍ଜୁର ହେବାରୁ ଜେଲ ହାଜତକୁ ପଠାଇ ଦିଆଯାଇଛି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories