www.samajalive.in
Sunday, December 14, 2025
23.1 C
Bhubaneswar

ଭୁବନେଶ୍ବର କ୍ଲବ ସଭାପତି ଭାବରେ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ବିଜୟୀ

ଭୁବନେଶ୍ବର: ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଭୁବନେଶ୍ବର କ୍ଲବ ସଭାପତି  ନିର୍ବାଚରେ ବିଜୟୀ ହୋଇଛନ୍ତି । ପ୍ରଥମ ଥର ପାଇଁ ସେ ନିର୍ବାଚନ ଲଢିଥିଲେ । ଏବଂ ଏଥିରେ ସେ ୧୮ ଖଣ୍ଡ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି । ରବିବାର ପ୍ରଥମାର୍ଦ୍ଧରେ ଭୋଟ ଗ୍ରହଣ ପରେ ସନ୍ଧ୍ୟାରେ ଗଣତି ହୋଇ ଫଳ ପ୍ରକାଶ ପାଇଥିଲା । ଯେଉଁଥିରେ ବରିଷ୍ଠ ପ୍ରଶାସକ ପ୍ରଦୀପ ଜେନା ସଭାପତି ଭାବେ ନିର୍ବାଚିତ ହୋଇଥିବା ଘୋଷଣା କରାଯାଇଥିଲା । ସେ ଅସିତ୍ ତ୍ରିପାଠୀଙ୍କୁ ପରାସ୍ତ କରି ନର୍ବାଚିତ ହୋଇଛନ୍ତି । ଫଳ ଘୋଷଣା ପରେ କ୍ଲବର ଅନ୍ୟାନ୍ୟ ସଦସ୍ୟ ବୃନ୍ଦ ତାଙ୍କୁ ପୁଷ୍ପ ଗୁଚ୍ଛ ଦେଇ ସମ୍ମାନିତ କରିଥିଲେ ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories