www.samajalive.in
Friday, December 5, 2025
26.1 C
Bhubaneswar

୧୫ମାସରେ ଭିଜିଲାନ୍ସ ହାତରେ ୧୯୯ ବାବୁ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ମାତ୍ର ୧୫ମାସରେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ୧୯୯ ସରକାରୀ ବାବୁ । ଆଜି ଏନେଇ ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲିଖିତ ଉତ୍ତର ରଖିଛନ୍ତି । ୧୫ମାସରେ ୭୭ଟି ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲା ରୁଜୁ ହୋଇଥିବା ବେଳେ ଲାଞ୍ଚ ନେବା ଅଭିଯୋଗରେ ୧୨୨ଟି ମାମଲା ରୁଜୁ ହୋଇଛି । ତେବେ ମୋଟ୍‍ ୨୦୨କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଜବତ କରିଛି ଭିଜିଲାନ୍ସ । ୫ବର୍ଷରେ ୩୬୬୧ଟି ଦୁର୍ନୀତି ନିବାରଣ ମାମଲା କୋର୍ଟରେ ବିଚରାଧୀନ ରହିଛି ।

ଆଜି ବିଧାନସଭାରେ ବିଧାୟକ ଟଙ୍କଧର ତ୍ରିପାଠୀ ପ୍ରଶ୍ନ କରିଥିଲେ ଯେ ୨୦୨୪ଜୁନ ମାସରୁ ଏଯାବତ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ଆୟବର୍ହିଭୂତ୍ତ ସମ୍ପତ୍ତି ଠୁଲ ଓ ଲାଞ୍ଚନେବା ଅଭିଯୋଗରେ କେତୋଟି ମାମଲା ରୁଜୁ କରିଛି ଓ କେତେ ପରିମାଣରେ ସମ୍ପତ୍ତି ଆକଳନ ଜବତ କରିଛି । ଯାହାର ଲିଖିତ ଉତ୍ତର ରଖିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories