www.samajalive.in
Friday, December 5, 2025
27.1 C
Bhubaneswar

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ଵର : ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଆସନ୍ତା ୨୫ ତାରିଖ ପାଖାପାଖି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

୨୬ ତାରିଖ ବେଳକୁ ଏହା ଅବପାତରେ ପରିଣତ ହେବ। ୨୭ ପାଖାପାଖି ଏହା ଓଡିଶା-ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବା ନେଇ ସୂଚନା ରହିଛି। ପ୍ରଭାବରେ  କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ବାକି ୨୮ ଜିଲାକୁ  ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories