www.samajalive.in
Saturday, December 6, 2025
15.1 C
Bhubaneswar

ବିଦ୍ୟୁତ୍ ଆଘାତରୁ ମାଈହାତୀର ମୃତ୍ୟୁ ! ଜଣେ ଅଟକ

ତେଲକୋଇ : କେନ୍ଦୁଝର ଜିଲ୍ଲା ରାଣୀବେଡା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଠାବ ହୋଇଛି। ହାତୀଟିର ବୟସ ପାଖାପାଖି ୧୦ ବର୍ଷ ବୟସ ହେବ ବୋଲି ଅନୁମାନ କରାଯାଉଛି। ବିଦ୍ୟୁତ୍ ଆଘାତ ଲାଗି ହାତୀଟିର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପୁଲିସ୍ ଏହି ଘଟଣାରେ ଜଣେ ଅଭିଯୁକ୍ତକୁ ଅଟକ ରଖି ଅଧିକ ପଚରାଉଚରା ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories