www.samajalive.in
Saturday, December 13, 2025
26.1 C
Bhubaneswar

ଶିକ୍ଷାନୁଷ୍ଠାନ କ୍ୟାମ୍ପସରେ ୨୨ ଛାତ୍ରଛାତ୍ରୀଙ୍କ ଆତ୍ମହତ୍ୟା

ସମାଜ ଡିଜିଟାଲ ଡେସ୍କ: ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ କ୍ୟାମ୍ପସରେ ଆତ୍ମହତ୍ୟା ପ୍ରବଣତା ବୃଦ୍ଧି ପାଇଛି। ଗତ ୧୫ ମାସ ମଧ୍ୟରେ ୨୨ ଛାତ୍ରଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟାର ଏଭଳି ଉଦବେଗଜନକ ତଥ୍ୟ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋଷଙ୍କ ଏକ ପ୍ରଶ୍ନ ଉତ୍ତରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁସାରେ, ରାଜ୍ୟର ବିଭିନ୍ନ ସରକାରୀ ଏବଂ ଘରୋଇ ଶିକ୍ଷାନୁଷ୍ଠାନ କ୍ୟାମ୍ପସରେ ଏସବୁ ଆତ୍ମହତ୍ୟା ଘଟଣା ଘଟିଛି। ରାୟଗଡ଼ାରେ ସର୍ବାଧିକ ୪ ଛାତ୍ର ଆତ୍ମହତ୍ୟା କରିଥିବାବେଳେ କିଟ୍‌ରେ ୨ ଜଣ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories