www.samajalive.in
Friday, December 5, 2025
27.1 C
Bhubaneswar

ଜ୍ୟାକଲିନ୍ ଫର୍ଣ୍ଣାଣ୍ଡିଜଙ୍କୁ ଝଟ୍‌କା, ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ସମାଜ ଡିଜିଟାଲ ଡେସ୍କ : ବଲିଉଡ୍ ଅଭିନେତ୍ରୀ ଜ୍ୟାକଲିନ୍ ଫର୍ଣ୍ଣାଣ୍ଡିଜଙ୍କୁ ସୁପ୍ରିମକୋର୍ଟ ଝଟକା ଦେଇଛନ୍ତି । ଠକ ସୁକେଶ ଚନ୍ଦ୍ରଶେଖର ସହ ଜଡିତ ୨୧୫ କୋଟି ଟଙ୍କାର ମନି ଲଣ୍ଡରିଂ ମାମଲାକୁ ନେଇ ଖବରରେ ରହି ଆସିଥିବା ଜ୍ୟାକଲିନଙ୍କୁ ଆଶ୍ବସ୍ତି ମିଳିନାହିଁ । ଜ୍ୟାକଲିନ୍ ସୁକେଶଠାରୁ ମହଙ୍ଗା ଉପହାର ପାଇଥିଲେ। ସୁକେଶଙ୍କ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଜ୍ୟାକଲିନ୍ ବିରୋଧରେ ଏକ ମାମଲା ମଧ୍ୟ ରୁଜୁ ହୋଇଛି। ତାଙ୍କ ବିରୋଧରେ ହୋଇଥିବା ମାମଲା ରଦ୍ଦ କରିବା ପାଇଁ ଅଭିନେତ୍ରୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । କିନ୍ତୁ କୋର୍ଟ ତାଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories