www.samajalive.in
Friday, December 5, 2025
27.1 C
Bhubaneswar

ସୁରକ୍ଷା ଦାବିରେ କାର୍ଯ୍ୟବନ୍ଦ ଆନ୍ଦୋଳନ କଲେ ସୁରକ୍ଷାକର୍ମୀ

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲ ସମ୍ମୁଖରେ କାର୍ଯ୍ୟବନ୍ଦ ଆନ୍ଦୋଳନ କରୁଛନ୍ତି ସୁରକ୍ଷାକର୍ମୀ । ଶିଶୁ ପୁତ୍ର ମୃତ୍ୟୁ ଅଭିଯୋଗ କରି ଗତକାଲି ଆନ୍ଦୋଳନ ବେଳେ ସୁରକ୍ଷା କର୍ମୀଙ୍କୁ ଆକ୍ରମଣ କରାଯାଇଥିଲା । ଆନ୍ଦୋଳନକାରୀଙ୍କୁ ଅଟକାଇବା ବେଳେ ଜଣେ ସୁରକ୍ଷାକର୍ମୀ ଆହତ ହୋଇଥିଲେ । ଏହାସହିତ ସୁରକ୍ଷା କର୍ମୀଙ୍କୁ ମାଡ ମାରିବାରୁ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା । ଆଜି ସୁରକ୍ଷା ଦାବିରେ ସେମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି ।

ସୋମବାର ଭୁଲ ଔଷଧରୁ ଜଣେ ୧୩ମାସ ଶିଶୁ ପୁତ୍ରର ମୃତ୍ୟୁ ହୋଇଥିବା ଅଭିଯୋଗରେ କ୍ୟାପିଟାଲ ହସ୍ପିଟାଲ ପାଲଟିଥିଲା ଋଣକ୍ଷେତ୍ର । ସୁରକ୍ଷା ଦାବିରେ ସୁରକ୍ଷାକର୍ମୀ ମାନେ ଆନ୍ଦୋଳନକୁ ଓହ୍ଲାଇବା ସହ ମେଡିକାଲ ପରିସରରେ ରାସ୍ତାରୋକ କରିଛନ୍ତି ।

- Advertisement -

 

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories