www.samajalive.in
Monday, December 8, 2025
24.1 C
Bhubaneswar

ବିଚାରାଧୀନ ବନ୍ଦୀଙ୍କ ସନ୍ଦେହଜନକ ମୃତ୍ୟୁ

କେନ୍ଦୁଝର : ଆନନ୍ଦପୁର ଜେଲର ବିଚାରାଧୀନ ବନ୍ଦୀଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ଆଜି ସକାଳେ ଆନନ୍ଦପୁର ହସ୍ପିଟାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ମୃତକ ସୋସ ଅଞ୍ଚଳର ୨୮ ବର୍ଷୀୟ ଅଭି ମୁଣ୍ଡା ବୋଲି ଜଣାପଡିଛି। ଏକ ହତ୍ୟାକାଣ୍ଡ ମାମଲାରେ ଅଭି ଦୀର୍ଘ ୧ ବର୍ଷ ହେବ ସେ ଜେଲ୍‌ରେ ଥିଲେ। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନଥିବାବେଳେ ପୁଲିସ୍‌ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories