www.samajalive.in
Wednesday, December 10, 2025
18.1 C
Bhubaneswar

ବିଜେଡିର ବିଧାନସଭା ଘେରାଉ: ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତା ସଙ୍କୁଚିତ ଅଭିଯୋଗ

ଭୁବନେଶ୍ୱର: ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରିବା ଅଭିଯୋଗରେ  ବିଧାନସଭା ଘେରାଉ କରିବାକୁ ବିଜେଡିର ନେତୃବୃନ୍ଦ ଲୋୟର ପିଏମଜିଠାରେ ଏକାଠି ହୋଇଛନ୍ତି । ଗଣତନ୍ତ୍ରକୁ ହତ୍ୟା କରି କର୍ମୀ ପୋଷିବା ବନ୍ଦ କରିବାକୁ ଚେତାବନୀ ଦେଇ ପ୍ରତିବାଦ କରୁଛି ବିଜେଡି । କ୍ଷମତା ସଙ୍କୁଚିତ ପ୍ରତିବାଦରେ ସମସ୍ତ ପଞ୍ଚାୟତ ପ୍ରତିନିଧି ମଧ୍ୟ ବିଜେଡିର ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି ।
ଲୋୟର ପିଏମଜିରେ ବିଜେଡିର ବରିଷ୍ଠ ନେତା ଓ ଶହ ଶହ କର୍ମୀ ଓ ପଞ୍ଚାୟତ ପ୍ରତିନିଧିମାନେ ସାମିଲ ହୋଇ ବିଧାନସଭା ଘେରାଉ କରିବାକୁ ଉଦ୍ୟମ କରୁଛନ୍ତି । ସୁରକ୍ଷା ପାଇଁ ବିଧାନସଭା ପରିସରରେ ପୁଲିସ ମୁତୟନ ହୋଇଛନ୍ତି ।

Hot this week

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

Related Articles

Popular Categories