www.samajalive.in
Friday, December 12, 2025
16.1 C
Bhubaneswar

ବାଣ ବିସ୍ଫୋରଣ ଘଟଣା; ଚଢ଼ାଉ ଜାରି, ପେଟି ପେଟି ବାଣ ଜବତ..

ହରଭଙ୍ଗା :ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଜିଆଁକଟା ବାଣ ବିସ୍ଫୋରଣ ଘଟଣା ପରେ ପୁଲିସ ପକ୍ଷରୁ ତିନି ଦିନ ହେଲା ଚଢ଼ାଉ ଜାରି ରହିଛି। ମଙ୍ଗଳବାର ପୁରୁଣା କଟକ ଅଠର ନଳାରେ ଚଢ଼ାଉ କରାଯାଇ ପୁଣି ପେଟି ପେଟି ବାଣ ଜବତ କରାଯାଇଛି। ସେହିପରି ପୂର୍ବରୁ ୩ଟି ସ୍ଥାନରେ ଚଢ଼ାଉ କରାଯାଇ ୭ ପେଟି ଗାଡି ବାଣ ଜବତ ସରିଛି।

କନ୍ୟା ରାଶିରେ ପ୍ରବେଶ କରିବେ ଶୁକ୍ର: ଏହି ରାଶିଙ୍କ ଜୀବନରେ ହେବ ବଡ ପରିବର୍ତ୍ତନ..

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories