www.samajalive.in
Thursday, December 11, 2025
16.1 C
Bhubaneswar

ଭାଙ୍ଗିବ କି ସବୁ ରେକର୍ଡ ? ଆଜି ସୁନା ଦାମ୍‌ ବଢିଲା ଏତେ

ଭୁବନେଶ୍ୱର : ଚିନ୍ତା ବଢାଇଲା ସୁନା ଦାମ୍‌ । ୨୩ ସେପ୍ଟେମ୍ବର ଅର୍ଥାତ୍‌ ମଙ୍ଗଳବାର ପୁଣି ବଢିଛି ସୁନା ଦାମ୍‌ । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୧୪,୩୩୦ ଟଙ୍କା ରହିଛି । ଗତକାଲି ୧,୧୩,୦୭୦ ଟଙ୍କା ଥିଲା । ଏଥିରେ ୧,୨୬୦ ଟଙ୍କା ବୃଦ୍ଧି ହୋଇଛି ।

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୪,୮୦୦ ଟଙ୍କା ରହିଛି । ଗତକାଲି ୧,୦୩,୬୫୦ ଟଙ୍କା ଥିଲା । ଏଥିରେ ୧,୧୫୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୮୫,୭୫୦ ଟଙ୍କା ରହିଛି। ଗତକାଲି ୮୪,୮୧୦ ଟଙ୍କା ରହିଛି। ଏଥିରେ ୯୪୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୪,୯୦୦ ଟଙ୍କା ରହିଛି । ଗତକାଲି ୧୪,୮୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ବୃଦ୍ଧି ହୋଇଛି।

କନ୍ୟା ରାଶିରେ ପ୍ରବେଶ କରିବେ ଶୁକ୍ର: ଏହି ରାଶିଙ୍କ ଜୀବନରେ ହେବ ବଡ ପରିବର୍ତ୍ତନ..

Hot this week

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

Related Articles

Popular Categories