www.samajalive.in
Friday, December 5, 2025
26.1 C
Bhubaneswar

ମାଟ୍ରିକ୍ ପ୍ରଶ୍ନପତ୍ର ଭାଇରାଲ ମାମଲା; ଅନ୍ୟ ୪ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ମାଟ୍ରିକ ପରୀକ୍ଷାର ପ୍ରଥମ ଦିନର ଓଡ଼ିଆ ପ୍ରଶ୍ନପତ୍ର ଭାଇରାଲ ମାମାଲାରେ ପୁଣି ୪ ଜଣଙ୍କୁ ଗିରଫ କରାଯାଇଛି । ବନ୍ଧୁଗାଁ ସରକାରୀ ସ୍କୁଲରେ ପ୍ରଶ୍ନପତ୍ର ଭାଇରାଲ ଘଟଣାରେ ଜଣେ ଜେରକ୍ସ ଦୋକାନୀ ଓ ୩ ଅଭିଭାବକଙ୍କୁ ପୁଲିସ ଗିରଫ କରିଛି । ସେମାନଙ୍କ ଠାରୁ ଲାପଟପ୍, ଜେରକ୍ସ ମେସିନ ଓ ମୋବାଇଲ୍ ଫୋନ ଜବତ ହୋଇଛି ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories