www.samajalive.in
Saturday, December 6, 2025
17.1 C
Bhubaneswar

୩ବର୍ଷରେ ଉଦ୍ଧାର ହେଲେଣି ୧୦୧ ଶିଶୁ ଶ୍ରମିକ

ଭୁବନେଶ୍ୱର: ରାଜ୍ୟରେ ବିଗତ ତିନି ବର୍ଷରେ ଉଦ୍ଧାର ହୋଇଛନ୍ତି ୧୦୧ ଶିଶୁ ଶ୍ରମିକ । ୨୦୨୨-୨୩ ରେ ୫ ଜଣ ଶିଶୁ ଉଦ୍ଧାର ହୋଇଥିବା ବେଳେ ୨୦୨୩-୨୪ରେ ୪୫ ଜଣ ଶିଶୁ ଉଦ୍ଧାର ହୋଇଛନ୍ତି । ସେହିପରି ୨୦୨୪-୨୫ରେ ୫୧ଜଣ ଶିଶୁ ଶ୍ରମିକ ଉଦ୍ଧାର ହୋଇଛନ୍ତି  । ଆଜି ଏନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଶ୍ରମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ମନ୍ତ୍ରୀ କହିଛନ୍ତି  ଶିଶୁ ଶ୍ରମିକ ନିଯୁକ୍ତି ଦାତାଙ୍କ ବିରୁଦ୍ଧରେ ୧୧୬ ଟି ମାମଲା ରୁଜ୍ଜୁ କରାଯାଇଛି । ଶିଶୁ ଶ୍ରମିକ ଗଣନା ୧୯୯୭ ଅନୁଯାୟୀ ରାଜ୍ୟରେ ୨ ଲକ୍ଷ ୧୫ ହଜାର ୨୨୨ ଜଣ ଶିଶୁ ଶ୍ରମିକଙ୍କୁ ଚିହ୍ନଟ କରାଯାଇଥିଲା  । ୧୯୯୭ ମସିହା ପରଠାରୁ ଶିଶୁ ଶ୍ରମିକ ଗଣନା ହୋଇନାହିଁ ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories