www.samajalive.in
Sunday, December 14, 2025
19.1 C
Bhubaneswar

୨୭ରେ ଝାରସୁଗୁଡ଼ା ଆସିବେ ପ୍ରଧାନମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ୨୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସିବେ। ଏହି ଅବସରରେ ସେ ଝାରସୁଗୁଡ଼ାରେ ଏକ ସଭାରେ ଯୋଗଦେଇ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି। ୨୭ ତାରିଖରେ ପ୍ରଧାନମନ୍ତ୍ରୀ ବ୍ରହ୍ମପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଥିଲା। ଶେଷ ମୁହୂର୍ତ୍ତରେ ତାହାକୁ ବାତିଲ କରାଯାଇ ଝାରସୁଗୁଡ଼ା ଗସ୍ତ ପାଇଁ କାର୍ଯ୍ୟକ୍ରମ ନିର୍ଦ୍ଧାରିତ ହୋଇଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories