www.samajalive.in
Sunday, December 7, 2025
26.1 C
Bhubaneswar

ଡାକ୍ତରଖାନାରୁ ଡିସଚାର୍ଜ ହେଲେ ବୁଦ୍ଧାଦିତ୍ୟ

ସମାଜ ଡିଜିଟାଲ ଡେସ୍କ: ୮ ଦିନ ପରେ ସୁସ୍ଥ ହୋଇ ମଙ୍ଗଳବାର ଘରକୁ ଫେରିଛନ୍ତି ଓଲିଉଡ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି। ଫୁସଫୁସ ଏବଂ ଛାତିରେ ସାମାନ୍ୟ ସଂକ୍ରମଣ ଯୋଗୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଘରେ ରହି ନିୟମିତ ଔଷଧ ସେବନ ସହିତ ବିଶ୍ରାମ ନେଲେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଯିବେ ବୋଲି ଡାକ୍ତର କହିଛନ୍ତି। ଏହା ସହିତ କମ କଥା ହେବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି।

ଗତ ଆଠ ଦିନ ତଳେ ଘରେ ଥିବା ସମୟରେ ଶରୀରରେ ଯନ୍ତ୍ରଣା ଅନୁଭବ କରିବାରୁ ପରିବାର ଲୋକେ ବୁଦ୍ଧାଦିତ୍ୟଙ୍କୁ କଟକର ଏକ ଗରୋଇ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଆଜି ଘରକୁ ଫେରିବା ସମୟରେ ତାଙ୍କର ଚିକିତ୍ସା କରିଥିବା ଡାକ୍ତର ଏବଂ ସେବିକାମାନଙ୍କ ସହିତ ପ୍ରଶଂସକମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories