www.samajalive.in
Saturday, December 6, 2025
26.1 C
Bhubaneswar

ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ !

ସମ୍ବଲପୁର: ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ମାଲିପଡା ଠାରେ ଜଣେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ସୂଚନା ଅନୁଯାୟୀ, ମାଳିପଡାଠାରେ ରହୁଥିବା ମଧୁମିତ ପଟେଲଙ୍କୁ ମଙ୍ଗଳବାର ପୁର୍ବାହ୍ନରେ ପରିବାର ଲୋକେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏହି ଘଟଣାକୁ ନେଇ ଟାଉନ ଥାନା ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ବେଳେ ପରିବାର ଲୋକେ ଏହାKê ସ୍ୱଭାବିକ ମୃତ୍ୟୁ ବୋଲି କହିଛନ୍ତି ।

ଯୁବତୀଙ୍କୁ ତଣ୍ଟି ଚିପି ହତ୍ୟା କରାଯାଇଥିବାର ସନ୍ଦେହ କରାଯାଉଥିବା ବେଳେ ଟାଉନ ଥାନା ପୁଲିସ ପରିବାର ଲୋକଙ୍କୁ ଅଟକ ରଖି ପଚରାଉଚୁରା କରୁଛି । ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଏହା ହତ୍ୟା କି ସ୍ୱାଭାବିକ ମୃତ୍ୟୁ ଜଣାପଡିବ ବୋଲି ଟାଉନ ଥାନା ପୁଲିସ କହିଛି ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories