www.samajalive.in
Saturday, December 6, 2025
23.1 C
Bhubaneswar

ନିଲମ୍ବନ ପରେ ବର୍ଷିଲେ ଶ୍ରୀମୟୀ: କହିଲେ ଗଣତନ୍ତ୍ରର ଅପମାନ

ସମାଜ ଡିଜିଟାଲ ଡେସ୍କ: ମଙ୍ଗଳବାର ବିଜେଡିରୁ ନିଲମ୍ବନ ହେବା ପରେ ପୁଣି ବର୍ଷିଲେ ଶ୍ରୀମୟୀ ମିଶ୍ର । ସୋସିଆଲ୍‍ ମିଡିଆ ପୋଷ୍ଟରେ ଗଣତନ୍ତ୍ରର ଅପମାନ ବୋଲି ଲେଖିଛନ୍ତି ଶ୍ରୀମୟୀ । ସେ କହିଛନ୍ତି ଆମେ ଏକ ଗଣତାନ୍ତ୍ରିକ ଦେଶରେ ଭୋଟ୍‍ ଦେଉ । ଭୋଟର ଆଇଡି ଏବଂ ଏପିକ୍‍ ନମ୍ବର ଆବଶ୍ୟକ କରୁ । ସଭାପତି ଭୋଟ୍‍ ଦେବାକୁ ହେଲେ ସଦସ୍ୟତା ନମ୍ବର ଥିବା ଉଚିତ୍‍ । ଯଦି ସଦସ୍ୟତା ନମ୍ବର ନାହିଁ ତେବେ ନିର୍ବାଚନ ନିୟମାନୁମୋଦିତ ନୁହେଁ । ଦଳ ଦ୍ୱାରା ପରିଚାଳିତ ନିର୍ବାଚନ ପ୍ରକ୍ରିୟା ନିୟମାନୁମୋଦିତ ନଥିଲା । ଯାହାକି ଗଣତନ୍ତ୍ର ପ୍ରତି ଅପମାନ ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories