www.samajalive.in
Sunday, December 7, 2025
26.1 C
Bhubaneswar

ଅଯୋଗ୍ୟଙ୍କୁ ବାଦ୍‍ ଦେଇ ନୂଆଙ୍କୁ ସାମିଲ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ୩୦ହଜାର ୧୨୫ ଜଣଙ୍କ ରାସନ କାର୍ଡ କଟିସାରିଲାଣି । ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ବିଧାନସଭାରେ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ । ସେହିପରି ଇକେୱାଇସିରେ ବାଦ୍‍ ପଡିଛନ୍ତି ୧ଲକ୍ଷ ୯ହଜାର ୮୫୩ଜଣ । ୬ଲକ୍ଷ ୩୮ହଜାର ୯୯୬ମୃତକ ପାଇଥିଲେ ରାସନ୍‍ କାର୍ଡ । ୩ଲକ୍ଷ ୮୭ହଜାର ୮୧୯ନୂଆ ହିତାଧିକାରୀ ଯୋଜନାରେ ସାମିଲ ହୋଇଛନ୍ତି । ଅଯୋଗ୍ୟଙ୍କୁ ବାଦ୍‍ ଦେଇ ନୂଆଙ୍କୁ ସାମିଲ କରୁଛନ୍ତି ସରକାର ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories