www.samajalive.in
Friday, December 5, 2025
23.1 C
Bhubaneswar

୨୦ହଜାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି ଭୁବନେଶ୍ୱର ଟିପିସିଓଡିଏଲ୍‍ ସର୍କଲ୍‍-୧ର କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ । ୨୦ହଜାର ଟଙ୍କା ଲାଞ୍ଚ ନେବାବେଳେ ନିର୍ବାହୀ ଯନ୍ତ୍ରୀ ତୁଷାରକାନ୍ତ ରାୟ ଆଜି ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଯାଞ୍ଚ ରିପୋର୍ଟ ସପକ୍ଷରେ ଦେବା ପାଇଁ ଠିକାଦାରଙ୍କ ଠାରୁ ଲାଞ୍ଚ ନେଉଥିଲେ । ତୁଷାରକାନ୍ତଙ୍କ ଘରେ ଚଢାଉ ବେଳେ ୯ଲକ୍ଷ ୫୩ହଜାର ଟଙ୍କା ଜବତ ହୋଇଛି । ଭିଜିଲାନ୍ସ ଅଧିକ ଖୋଳତାଡ ଜାରି ରଖିଛି ।

Hot this week

ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories