www.samajalive.in
Friday, December 5, 2025
23.1 C
Bhubaneswar

ୟୁପି ଆନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ ୨୦୨୫ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଗ୍ରେଟର ନୋଏଡା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଗୁରୁବାର ଅର୍ଥାତ୍‌ ୨୫ ସେପ୍ଟେମ୍ବରରେ ପ୍ରଧାନମନ୍ତ୍ରୀ ଗ୍ରେଟର ନୋଏଡାରେ ପହଞ୍ଚି ୟୁପି ଆନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ (ଇଣ୍ଟରନ୍ୟାସନାଲ ଟ୍ରେଡ୍ ଶୋ) ୨୦୨୫ର ଉଦ୍‌ଘାଟନ କରିଛନ୍ତି।

ପ୍ରଧାନମନ୍ତ୍ରୀ ଗ୍ରେଟର ନୋଏଡାର ନଲେଜ୍ ପାର୍କରେ ଥିବା ଇଣ୍ଡିଆ ଏକ୍ସପୋ ସେଣ୍ଟର ଏବଂ ମାର୍ଟରେ ସେପ୍ଟେମ୍ବର ୨୫ ରୁ ୨୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ୟୁପି ଇଣ୍ଟରନ୍ୟାସନାଲ ଟ୍ରେଡ୍ ଶୋ ୨୦୨୫କୁ ଉଦଘାଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ସିଧାସଳଖ ହେଲିକପ୍ଟର ଯୋଗେ ଗ୍ରେଟର ନୋଏଡାର ଏକ୍ସପୋ ମାର୍ଟରେ ପହଞ୍ଚିଥିଲେ। ତାଙ୍କୁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସ୍ୱାଗତ କରିଥିଲେ। ମୁଖ୍ୟମନ୍ତ୍ରୀ ପହଞ୍ଚିବା ପରେ ହେଲିପ୍ୟାଡରେ ଅନେକ ନେତା ଏବଂ ଅଧିକାରୀଙ୍କ ସହିତ ଉପସ୍ଥିତ ଥିଲେ। ଉଦଘାଟନ ସମୟରେ ପ୍ରଧାନମନ୍ତ୍ରୀ ସ୍ୱଦେଶୀ ଉତ୍ପାଦର ଗୁରୁତ୍ୱ ଉପରେ ଗୁରୁତ୍ୱାରୋପ କରିଥିଲେ।

- Advertisement -


ଏହି ମେଗା ଇଭେଣ୍ଟ କେବଳ ଉତ୍ତର ପ୍ରଦେଶର ଶିଳ୍ପ ସମ୍ଭାବନାକୁ ପ୍ରଦର୍ଶନ କରିବ ନାହିଁ ବରଂ ବିଶ୍ୱ ସ୍ତରରେ ପ୍ରଧାନମନ୍ତ୍ରୀଙ୍କ “ଭୋକାଲ୍ ଫର ଲୋକାଲ” ମନ୍ତ୍ରକୁ ଶକ୍ତିଶାଳୀ ଭାବରେ ଉଦାହରଣ ଦେବ।ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଅତ୍ୟନ୍ତ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଅକ୍ଟୋବର ୧୧ ପରେ ଏହି ରାଶିଙ୍କ ଭାଗ୍ୟ ବଦଳାଇବ ଶନି-ଶୁକ୍ରଙ୍କ ଶକ୍ତିଶାଳୀ ରାଜଯୋଗ

Hot this week

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

Related Articles

Popular Categories