www.samajalive.in
Friday, December 5, 2025
20.1 C
Bhubaneswar

ଦଶହରାରେ ଖୁସି ଖବର: କମିଲା ସୁନା ଦାମ୍‌

ଭୁବନେଶ୍ୱର : ସାମାନ୍ୟ ଆଶ୍ୱସ୍ତି କମିଲା ସୁନା ଦର । ସେପ୍ଟେମ୍ବର ୨୫ ଅର୍ଥାତ୍‌ ଗୁରୁବାର କମିଛି ସୁନା ଦର । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୧,୧୪,୪୪୦ ଟଙ୍କା ରହିଛି । ଗତକାଲି ୧,୧୫,୩୭୦ ଟଙ୍କା ଥିଲା । ଏଥିରେ ୯୩୦ ଟଙ୍କା ହ୍ରାସ ହୋଇଛି ।
୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୪,୯୦୦ ଟଙ୍କା ରହିଛି । ଗତକାଲି ୧,୦୫,୭୫୦ ଟଙ୍କା ଥିଲା । ଏଥିରେ ୮୫୦ ଟଙ୍କା ହ୍ରାସ ହୋଇଛି ।
୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୮୫,୮୩୦ ଟଙ୍କା ରହିଛି । ଗତକାଲି ୮୬,୫୩୦ ଟଙ୍କା ଥିଲା । ଏଥିରେ ୭୦୦ ଟଙ୍କା ହ୍ରାସ ହୋଇଛି ।
ସେହିପରି ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୫,୦୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୫,୦୦୦ ଟଙ୍କା ଥିଲା ।

ଅକ୍ଟୋବର ୧୧ ପରେ ଏହି ରାଶିଙ୍କ ଭାଗ୍ୟ ବଦଳାଇବ ଶନି-ଶୁକ୍ରଙ୍କ ଶକ୍ତିଶାଳୀ ରାଜଯୋଗ

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories