www.samajalive.in
Friday, December 12, 2025
14.1 C
Bhubaneswar

ଓ୍ୱାଘା ସୀମାରେ ଓ୍ୱିଙ୍ଗ କମାଣ୍ଡର ଅଭିନନ୍ଦନ

ଅମୃତସର..-  ପାକିସ୍ତାନର ଯୁଦ୍ଧ ବିମାନ ଏଫ୍‌-୧୬କୁ ନଷ୍ଟ କରିବା ପରେ  ମିଗ୍‌  ବିମାନ ଦୁର୍ଘଟଣା ଗ୍ରସ୍ତ ହେବାରୁ ପାକିସ୍ତାନ ଅଧିକୃତ କାଶ୍ମୀର ପାରାଚ୍ୟୁଟ ଯୋଗେ ଓହ୍ଲାଇଥିବା ଓ୍ୱିଙ୍ଗ କମାଣ୍ଡର ଅଭିନନ୍ଦନ  ଏବେ ଓ୍ୱାଘାସୀମାରେ ପହଞ୍ଚିଛନ୍ତି । ପାକିସ୍ତାନ ପକ୍ଷରୁ ତାଙ୍କୁ ଭାରତକୁ ଅର୍ପଣ କରାଯିବା ପାଇଁ କାର୍ଯ୍ୟ ଚାଲିଛି ।

ଓ୍ୱାଘା ସୀମାରେ ଅଭିନନ୍ଦନଙ୍କୁ ସ୍ୱାଗତ କରିବା ପାଇଁ ହଜାର ହଜାର ସଂଖ୍ୟାରେ  ଦେଶପ୍ରେମୀ ଜନତା ଉପସ୍ଥିତ  ରହିଛନ୍ତି । ଅଭିନନ୍ଦନଙ୍କ ପ୍ରତ୍ୟାବର୍ତ୍ତନ ପାଇଁ  କେତକ କାଗଜପତ୍ର କାମରେ ବିଳମ୍ବ ହେଉଥିବା ସୂଚନା ମଳିଛି ।

Hot this week

୧୮ ଯାଏ ଜାଡ଼

ଭୁବନେଶ୍ବର : ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ‌ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ...

ଲୋକସଭାରେ ଇ-ସିଗାରେଟ୍ ଟାଣିଲେ ଟିଏମ୍‌ସି ସଦସ୍ୟ

ନୂଆଦିଲ୍ଲୀ : ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର କେତେକ ମହିଳା ସଦସ୍ୟ ଲୋକସଭାରେ...

ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

Related Articles

Popular Categories