www.samajalive.in
Sunday, December 14, 2025
19.1 C
Bhubaneswar

ଶିଶୁ ମୃତ୍ୟୁ ଅଭିଯୋଗରେ ନୟାଗଡ ମେଡିକାଲରେ ଉତ୍ତେଜନା

ନୟାଗଡ଼ : ନୟାଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଶିଶୁ ମୃତ୍ୟୁ ଅଭିଯୋଗରେ ଉତ୍ତେଜନା ପ୍ରକାଶ ପାଇଛି । ଡାକ୍ତରଙ୍କ ଚିକିତ୍ସା ଅବହେଳା ଅଭିଯୋଗରେ ସମ୍ପର୍କୀୟ -ପୁଲିସ୍ ମୁହାଁମୁହିଁ ହୋଇଛନ୍ତି । ସୂଚନା ଅନୁଯାୟୀ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରାଉତରାପୁର ଗାଁର ଜିତେନ୍ଦ୍ର ଦଳେଇଙ୍କ ଅଢ଼େଇ ମାସର ଶିଶୁ ଅନ୍ୟତ୍ର ପୋଲିଓ ଟିକା ନେବା ପରେ ଅସୁସ୍ଥ ହୋଇପଡିଥିଲା। ବୁଧବାର ରାତିରେ ସଂପର୍କୀୟମାନେ ତାକୁ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରିଥିଲେ।

ହେଲେ ଶିଶୁଟି ସୁସ୍ଥ ଅଛି କହି ଡାକ୍ତର ଫେରାଇ ଦେଇଥିଲେ । ପରଦିନ ସକା​‌ଳେ ଶିଶୁଟି ଅସୁସ୍ଥ ହୋଇପଡିଥିଲା। ଡାକ୍ତର ସେଠାରେ ତାକୁ ମୃତ ଘୋଷଣା କରିଥିଲେ ।  ସେପଟେ ଏହାର ପ୍ରତିବାଦରେ ଶିଶୁର ସମ୍ପର୍କିୟ ମାନେ ମେଡିକାଲ ଗେଟରେ ତାଲା ପକାଇ ପ୍ରତିବାଦ କରିଥିଲେ। ପୁଲିସ୍ ଏବଂ ପରିବାର ଳୋକଙ୍କ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ମଧ୍ୟ ଉପୁଜିଥିଲା। ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଆନ୍ଦୋଳନକାରୀ ଦାବି କରିଛନ୍ତି ।

- Advertisement -

 

 

Hot this week

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

Related Articles

Popular Categories