www.samajalive.in
Saturday, December 13, 2025
26.1 C
Bhubaneswar

ଅଭିଜିତ ମଜୁମଦାରଙ୍କ ସ୍ଵାସ୍ଥ୍ୟାବସ୍ଥା ସୁଧୁରିଲା

ସମାଜ ଡିଜିଟାଲ ଡେସ୍କ: ସଙ୍ଗୀତ ନିର୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ଵାସ୍ଥ୍ୟାବସ୍ଥା ସମ୍ପର୍କରେ ଭଲ ଖବର ମିଳିଛି। ତାଙ୍କ ସ୍ଵାସ୍ଥ୍ୟରେ ସୁଧାର ଆସିଥିବା ଭୁବନେଶ୍ଵର ଏମ୍‌ସ ପକ୍ଷରୁ ସୂଚନା ମିଳିଛି। ଗୁରୁବାର ତାଙ୍କ ଆଇସିୟୁ ଓ୍ବାର୍ଡରୁ ବାହାର କରି ମେଡିସିନ ଓ୍ବାର୍ଡକୁ ସ୍ଥାନାନ୍ତର କରାଯାଇଛି।

ସୂଚନାଯୋଗ୍ୟ, ଅଭିଜିତ ଫୁସଫୁସ ସଂକ୍ରମଣ ଜନିତ ରୋଗରେ ପୀଡ଼ିତ ଥାଇ ଚିକିତ୍ସା ପାଇଁ ଭୁବନେଶ୍ଵର ଏମ୍‌ସରେ ଭର୍ତ୍ତି ହୋଇଥିଲେ। ହେଲେ ତାଙ୍କ ସ୍ଵାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସି ନ ଥିଲା। ଦିନକୁ ଦିନ ସ୍ଵାସ୍ଥ୍ୟାବସ୍ଥା ଜଟିଳ ହେବାରେ ଲାଗିଥିଲା। ମାତ୍ର ଡାକ୍ତରମାନଙ୍କ ନିରବଚ୍ଛିନ୍ନ ପ୍ରୟାସ ଯୋଗୁ ତାଙ୍କ ସ୍ଵାସ୍ଥ୍ୟାବସ୍ଥାରେ ଆସିଥିବା କୁହାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories