www.samajalive.in
Thursday, December 11, 2025
18.1 C
Bhubaneswar

ଓଡ଼ିଶା ଆସୁଛନ୍ତି ମୋଦୀ; ଏକ୍ସରେ ପୋଷ୍ଟ କରି କହିଲେ ଏମିତି

ନୂଆଦିଲ୍ଲୀ: ଆଜି ଝାରସୁଗୁଡା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପୂର୍ବାହ୍ନ ୧୧ଟା ୧୦ମିନିଟରେ ଝାରସୁଗୁଡା ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ଯାଇ ୧୧ଟା ୨୫ରେ ଅମଲିପାଲି ପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବେ ମୋଦୀ । ଯୁବ ସମାବେଶରେ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ । ମୋଦୀ ଆସୁଥିବା ନେଇ ଏକ୍ସରେ ନିଜେ ସୂଚନା ଦେଇଛନ୍ତି ।

ପ୍ରାୟ ଏକ ଘଣ୍ଟାର କାର୍ଯ୍ୟକ୍ରମ ଭିତରେ ୫୦ହଜାର କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ କରିବେ, ଏହାସହିତ ୯୭ହଜାର ୫୦୦ରୁ ଅଧିକ ଟେଲକମ୍‍ ଟାୱାର କାର୍ଯ୍ୟକ୍ଷମ କରାଯିବ ବୋଲି ମୋଦୀ ଏକ୍ସରେ ସୂଚନା ଦେଇଛନ୍ତି । ଏସବୁ ସ୍ଥାନୀୟ ପ୍ରଯୁକ୍ତିବିଦ୍ୟା ବ୍ୟବହାର କରାଯାଇ ନିର୍ମିତ କରାଯାଇଛି । ସୀମାନ୍ତ ଅଞ୍ଚଳ ଓ ମାଓ ପ୍ରଭାବିତ ଅଞ୍ଚଳ ଗୁଡିକରେ ସଂଯୋଗ ବୃଦ୍ଧି କରିବ । ଏହାସହିତ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ ମୋଦୀ । ବ୍ରହ୍ମପୁରରୁ ଗୁଜରାଟର ସୁରଟକୁ ସଂଯୋଗ କରିବ ଏହି ଅମୃତ ଭାରତ ଏକ୍ସପ୍ରେସ ।

- Advertisement -

Hot this week

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

Related Articles

Popular Categories