www.samajalive.in
Friday, December 5, 2025
27.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କୁ ଉପହାର ଦେଲେ ଦୁଇ ଆଇଆଇଟି ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ଝାରସୁଗୁଡାରେ ଆୟୋଜିତ ଯୁବ ସମାବେଶରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କୁ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀମାନେ ସ୍ୱାଗତ କରିଥିଲେ । ଏହାପରେ ବିଭିନ୍ନ ବର୍ଗରୁ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏହି ଅବସରରେ ପଶାପାଲି ଓ ତାରକସିର ନିର୍ମିତ ସ୍ମୃତି ଚିହ୍ନ ଭେଟି ଦେଇଛନ୍ତି । ଆଇଆଇଟି ଛାତ୍ରୀ ବର୍ଷା ମୁଣ୍ଡା ଓ କମଳା କୁଜୁର ମୋଦୀ ଏହି ଉପହାର ଦେଇଥିଲେ । ଏହି ଅବସରେ ମୋଦୀ ସେମାନଙ୍କ ସହ କଥା ହୋଇଥିଲେ ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories