www.samajalive.in
Friday, December 5, 2025
23.1 C
Bhubaneswar

ଆସନ୍ତା ୧ରେ ପୁଣି ଲଘୁଚାପ !

ଭୁବନେଶ୍ଵର :​‌  ପାର୍ବଣକୁ ଫିକା କରିପାରେ ଲଘୁଚାପ ଜନିତ ବର୍ଷା। ଆସନ୍ତା ୧ ତାରିଖରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୩୦ ତାରିଖରେ ଆଣ୍ତାମାନ୍ ସାଗରରେ ନୂଆ ଘୂର୍ଣ୍ଣିବଳୟ ପ୍ରବେଶ କରିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।  ସେପଟେ କିଛି ଦିନ ହେବ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ଅଧିକାଂଶ ନଦୀରେ ଜଳସ୍ତର ବଢିବାରେ ଲାଗିଛି । କିନ୍ତୁ କୌଣସି ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉନାହିଁ । ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ ବୋଲି କହିଛନ୍ତି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ।

Hot this week

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

Related Articles

Popular Categories