www.samajalive.in
Saturday, December 6, 2025
26.1 C
Bhubaneswar

ବନ୍ଦ ହେଲା ହୀରାକୁଦର ଆଉ ୪ ଗେଟ

ସମାଜ ଡିଜିଟାଲ ଡେସ୍କ: ହୀରାକୁଦର ଆଉ ୪ଟି ଗେଟ୍‌ ବନ୍ଦ କରାଯାଇଛି। ଫଳରେ ଶନିବାର ସନ୍ଧ୍ୟା ସୁଦ୍ଧା ୬ଟି ଗେଟ୍‌ ଦେଇ ହୀରାକୁଦ ଜଳଭଣ୍ଡାରରୁ ଜଳ ନିଷ୍କାସିତ ହେଉଛି। ହୀରାକୁଦରେ ୨୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ କରାଯାଉଥିବାବେଳେ ଶନିବାର କାଳେ ୪ଟି ଏବଂ ମଧ୍ୟାହ୍ନରେ ୬ଟି ଗେଟ୍‌ ବନ୍ଦ କରିଦିଆଯାଇଥିଲା। ପରବର୍ତ୍ତୀ ସମୟରେ ଅପରାହ୍ନରେ ଆଉ ୪ଟି ଗେଟ ବନ୍ଦ କରିଦିଆଯାଇଛି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories