www.samajalive.in
Friday, December 5, 2025
27.1 C
Bhubaneswar

ରାଜଧାନୀରେ ଚାଞ୍ଚଲ୍ୟ: କ୍ୱାର୍ଟର୍ସରେ ନାବାଳିକାଙ୍କ ସନ୍ଦେହଜନକ ମୃତ୍ୟୁ

‘ସମାଜ’ ଡିଜିଟାଲ: କ୍ୟାପିଟାଲ ଥାନା ଅଧୀନ ୟୁନିଟ୍‌-୬ ସରକାରୀ ବାସଭବନ (କ୍ୱାର୍ଟର୍ସ)ରେ ନାବାଳିକାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ ନାବାଳିକା ହେଲେ ୧୭ ବର୍ଷୀୟା ଅର୍ଚ୍ଚିତା ମହାପାତ୍ର। ପୁଲିସ ମୃତଦେହ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲର ଶବ ସଂରକ୍ଷଣ ଗୃହରେ ରଖିଛି। ତାଙ୍କୁ ହତ୍ୟା କରି ଆତ୍ମହତ୍ୟାର ରୂପ ଦିଆଯାଇଥିବା ଚର୍ଚ୍ଚା ଜୋର୍ ଧରିଛି।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories