www.samajalive.in
Monday, December 8, 2025
13.1 C
Bhubaneswar

ବାସୁଦେବପୁର ଇରମରେ ଶହିଦଙ୍କୁ ଶ୍ରଦ୍ଧାଞ୍ଜଳି, ଯୋଗଦେଲେ ବରିଷ୍ଠ ନେତୃବୃନ୍ଦ

ବାସୁଦେବପୁର: ରବିବାର ଥିଲା ଭଦ୍ରକ ଜିଲ୍ଲା ବାସୁଦେବପୁର ଇରମ ଶହିଦ ଦିବସ । ଇରମରେ ପ୍ରାଣବଳି ଦେଇଥିବା ଶହିଦ ମାନଙ୍କ ପାଇଁ ଆୟୋଜନ ହୋଇଥିଲା  ଶ୍ରଦ୍ଧାଞ୍ଜଳୀ ସମାରୋହ । ସମାରୋହରେ ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ଟର ମୁକେଶ ମହାଲିଙ୍ଗ,  ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ସ୍ଥାନୀୟ ବିଧାୟକ ଅଶୋକ କୁମାର ଦାସଙ୍କ ସହିତ ଅନ୍ୟାନ ନେତୃବୃନ୍ଦ ଉପସ୍ଥିତ ରହି ଶହୀଦ ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ ।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories