www.samajalive.in
Sunday, December 7, 2025
18.1 C
Bhubaneswar

ଆଇଆଇସିଙ୍କୁ ମାଡ ଅଭିଯୋଗ

ସୋର : କୋର୍ଟ ଛକ ଆଗରେ ଆଇଆଇସିଙ୍କୁ ମାଡ ମରାଯାଇଥିବାର ଅଭିଯୋଗ ହୋଇଛି। ଶନିବାର ରାତିରେ କିଛି ବ୍ୟକ୍ତି ବାପୁ ନୋଡାଲ୍‌ ସ୍କୁଲ ଆଗରେ ରାସ୍ତା ଅବରୋଧ କରି ଖେଳ ଦେଖୁଥିଲେ। ଥାନାଧିକାରୀ ଲୋକମାନଙ୍କୁ ବୁଝାଇବା ବଦଳରେ ଉଚ୍ଚ ସ୍ୱରରେ ଦୁର୍ବ୍ୟବହାର କରିଥିଲେ। ଯାହାକୁ ନେଇ ଲୋକମାନେ ପୁଲିସକୁ ଘେରିବା ସହିତ ଯୁକ୍ତିତର୍କ କରିଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ଥାନାଧିକାରୀ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ନେଇଥିବା ଦେଖିବାକୁ ମିଳିଛି। ତେବେ ପୁଲିସ୍‌ ର ଏଭଳି କାର୍ଯ୍ୟାନୁଷ୍ଠାନକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories