www.samajalive.in
Sunday, December 7, 2025
23.1 C
Bhubaneswar

ହୀରାକୁଦର ୬ଟି ଗେଟ୍‍ ଖୋଲା

ସମାଜ ଡିଜିଟାଲ ଡେସ୍କ:  ହୀରାକୁଦ ଡ୍ୟାମର  ବର୍ତ୍ତମାନ ୬ଟି ଗେଟ୍‍ ଖୋଲାଯାଇଛି । ବାମ ପଟର ୪ଟି ଗେଟ୍‍ ଓ ଡାହାଣ ପଟର ୨ଟି ଗେଟ୍‍ ଦେଇ ବନ୍ୟା ପାଣି ନିଷ୍କାସିତ ହେଉଛି । ଏବେ ହୀରାକୁଦ ଜଳଭଣ୍ଡାର ଜଳସ୍ତର ୬୨୯.୩୭ ରହିଛି । ପ୍ରତି ସେକେଣ୍ଡରେ ୧ଲକ୍ଷ ୯୬ହଜାର ୪୯୪ କ୍ୟୁସେକ୍‍ ଜଳ ପ୍ରବେଶ କରୁଥିବା ବେଳେ ପ୍ରତି ସେକେଣ୍ଡରେ ୧ଲକ୍ଷ ୩୩ହଜାର ୭୫୮କ୍ୟୁସେକ୍‍ ଜଳ ନିଷ୍କାସିତ ହେଉଛି । ଉପର ମୁଣ୍ଡରେ ବର୍ଷା ଅଳ୍ପ ମାତ୍ରାରେ କମିବା ପରେ ପର୍ଯ୍ୟାୟ କ୍ରମେ ଗେଟ୍‍ ଗୁଡିକ ବନ୍ଦ କରାଯାଉଛି ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories