www.samajalive.in
Saturday, December 6, 2025
26.1 C
Bhubaneswar

ଉପର ପଡିଆରେ ବି ହେବ ବାଲିଯାତ୍ରା

କଟକ : ଉପର ପଡିଆରେ ବି ହେବ ବାଲିଯାତ୍ରା। ଏ ନେଇ ହାଇକୋର୍ଟକୁ ସତ୍ୟପାଠ ଦିଆଯିବ ବୋଲି ଜିଲ୍ଲାପାଳ କହିଛନ୍ତି। ଏହାର ରୂପରେଖ କଣ ହେବ , ସେ ନେଇ ହାଇକୋର୍ଟଙ୍କୁ ଅବଗତ କରାଯିବ। ଆସନ୍ତା ୯ ତାରିଖରେ କଟକ ସହର ସମ୍ପର୍କିତ ମାମଲାର ଶୁଣାଣି ରହିଛି। ସେହି ୯ ତାରିଖରେ ଉପର ପଡିଆରେ ବାଲିଯାତ୍ରା ହେବା ନେଇ ହାଇକୋର୍ଟଙ୍କୁ ଅବଗତ କରାଯିବ। ତେବେ ଲୋକ ପ୍ରତିନିଧିଙ୍କୁ ନେଇ ଜିଲ୍ଲାପାଳଙ୍କ ଆବାସିକ ବାସଭବନରେ ଅନୁଷ୍ଠିତ ବୈଠକରେ ଏଭଳି ନିଷ୍ପତ୍ତି ହୋଇଛି। ଐତିହ୍ୟ ଏବଂ ପରମ୍ପରାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ହୋଇଥିବା ଜିଲ୍ଲାପାଳ କହିଛନ୍ତି। ପୂର୍ବରୁ କେବଳ ତଳ ପଡିଆରେ ବାଲିଯାତ୍ରାକୁ ନେଇ ବିବାଦ ଉଠିଥିଲା।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories