www.samajalive.in
Saturday, December 6, 2025
26.1 C
Bhubaneswar

ଟୁଇନ୍‍ ସିଟିରେ ୬୧ପ୍ଲାଟୁନ୍‍ ଫୋର୍ସ ମୁତୟନ

ସମାଜ ଡିଜିଟାଲ ଡେସ୍କ: ଦୁର୍ଗାପୂଜା ପାଇଁ କଟକ-ଭୁବନେଶ୍ୱରରେ ସୁରକ୍ଷା କଡାକଡି କରାଯାଇଛି । ସାମ୍ବାଦିକ ସମ୍ମିଳନୀରେ ପୁଲିସ କମିଶନରଙ୍କ ସୂଚନା ଦେଇ କହିଛନ୍ତି ଏଥର ଟ୍ୱିନସିଟିରେ ୬୧ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ପୁଲିସ କର୍ମଚାରୀଙ୍କ ସହିତ ୨୦ପ୍ଲାଟୁନ୍‍ ହୋମଗାର୍ଡ ମୁତୟନ ହୋଇଛନ୍ତି । ମୋଟ ୧୯୩ ମଣ୍ଡପରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୨୪ଟି ମଣ୍ଡପରେ ଅଳଙ୍କାର ସୁରକ୍ଷା ବ୍ୟବସ୍ଥା ହୋଇଛି । ବିଦ୍ୟୁତ ଓ ନିଆଁରୁ ରକ୍ଷା କରିବାକୁ ବିଶେଷ ପଦକ୍ଷେପ ନିଆଯାଇଛି ।

କଟକ ଓ ଭୁବନେଶ୍ୱରରେ ଭିଓ ଓ ଟ୍ରାଫିକ ନିୟନ୍ତ୍ରଣ ଉପରେ ଗୁରୁତ୍ୱ ଦେଉଛୁ ବୋଲି କମିଶନର କହିଛନ୍ତି । ଏହାସହିତ ଡ୍ରୋନ୍‍ ସହାୟତାରେ ମଣ୍ଡପ ଉପରେ ତୀକ୍ଷ୍ମ ନଜର ରଖାଯାଇଛି । ସ୍ମାର୍ଟ କଣ୍ଟୋଲ୍‍ ରୁମ୍‍ ଜରିଆରେ ପାର୍ବଣ କରିପଚାଳନା ହେଉଛି । ସିସିଟିଭି ନଜରରେ ରହିଛି ସବୁ ପୂଜା ମଣ୍ଡପ । ପୂଜା ପାଇଁ ସମସ୍ତ ସହଯୋଗ ଲୋଡିଛନ୍ତି ପୁଲିସ କମିଶନର ଏସ୍‍.ଦେବଦତ୍ତ ସିଂହ ।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories