www.samajalive.in
Saturday, December 13, 2025
27.1 C
Bhubaneswar

ହୀରାକୁଦର ଆଉ ଦୁଇଟି ଗେଟ ଖୋଲିଲା, ୮ ଫାଟକ ଦେଇ ଜଳ ନିଷ୍କାସନ ଜାରି

ସମାଜ ଡିଜିଟାଲ ଡେସ୍କ: ଉପର ମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦ ଡ୍ୟାମର ଆଉ ୨ଟି ଗେଟ ସୋମବାର ଖୋଲାଯାଇଛି। ଫଳରେ ପୂର୍ବରୁ ଖୋଲାଯାଇଥିବା ୬ଟି ଗେଟକୁ ମିଶାଇ ମୋଟ ୮ଟି ଫାଟକ ଦେଇ ଜଳ ନିଷ୍କାସନ ଜାରି ରହିଛି। ଆସନ୍ତା ୧ ତାରିଖରେ ଆଉ ଗୋଟିଏ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ବର୍ଷା ପରିମାଣ ବୃଦ୍ଧି ପାଇଲେ ଆଉ ଅଧିକ ଗେଟ୍ ଖୋଲାଯାଇପାରେ ବୋଲି କୁହାଯାଇଛି।

Hot this week

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

Related Articles

Popular Categories