www.samajalive.in
Tuesday, December 9, 2025
17.1 C
Bhubaneswar

ପାର୍ବଣରେ ମାତି​‌େ​‌ଲ ଲୁଟିଆ

ବାଲିଅନ୍ତା : ବାଲିଅନ୍ତା ଅଞ୍ଚଳର ଜଣେ ଯୁବତୀ ରସୁଲଗଡ଼ ନିକଟ ଏକ ଶୋ’ ରୁମ୍‌ରେ ସୋମବାର ରାତି ୮ରୁ ୯ ମଧ୍ୟରେ ଡ୍ରେସ କିଣିବା ବେଳେ ତାଙ୍କ ଫୋନ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ଯୁବତୀଜଣଙ୍କ ମଞ୍ଚେଶ୍ୱର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ, ଯୁବତୀ ଜଣଙ୍କ ଡ୍ରେସ ନେଇ କ୍ୟାସ କାଉଣ୍ଟର ନିକଟରେ ବିଲ୍‌ କରିବା ବେଳେ ତାଙ୍କ ଫୋନ ଚୋରି ହୋଇଥିବା ସେ ଶୋ’ ରୁମ୍ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ସେମାନେ ଚିତ୍ର ଉତ୍ତୋଳନ ଯନ୍ତ୍ର ଯାଞ୍ଚ କରିଥିଲେ ବି କୌଣସି ସୂଚନା ପାଇନଥିଲେ। ନିରାଶ ହୋଇ ଯୁବତୀଜଣଙ୍କ ଥାନାରେ ଅଭିଯୋଗ କରିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories