www.samajalive.in
Friday, December 12, 2025
27.1 C
Bhubaneswar

ମଣ୍ଡପରେ ଚାଲିଛି ମାଙ୍କ ମହାଅଷ୍ଟମୀ: ଶକ୍ତିପୀଠରେ ମହାନବମୀ

ସମାଜ ଡିଜିଟାଲ ଡେସ୍କ: ଧରାବତରଣ କରିଛନ୍ତି ଜଗତଜନନୀ ମା ଦୁର୍ଗା । ମାଆଙ୍କ ଆଗମନରେ ଗାଁଠୁ ସହର ଉତ୍ସବମୁଖର ହୋଇଛି। ମଣ୍ଡପରେ ଆଜି ମାଙ୍କ ମହାଅଷ୍ଟମୀ ପୂଜା ଚାଲିଥିବା ବେଳେ ଶକ୍ତିପୀଠରେ ଚାଲିଛି ମହାନବମୀ ପୂଜା । ମହାଅଷ୍ଟମୀ ପୂଜାରେ ଉପବାସ କରିଥିବା ମାନସିକଧାରୀ ସକାଳୁ ସକାଳୁ ପୂଜା ପାଇଁ ମଣ୍ଡପରେ ଭିଡ ଜମାଇଛନ୍ତି ।

ନବରାତ୍ରି ଅବସରରେ ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶକ୍ତିପୀଠ । ରୀତିନୀତିରେ ମାଙ୍କର ଆଜି ମହାନବମୀ ପୂଜା କରାଯାଉଛି । ଘଣ୍ଟଘଣ୍ଟା ଓ ମନ୍ତ୍ର ଧ୍ୱନିରେ ପ୍ରକମ୍ପିତ ହୋଇଛି ପୁରା ପରିବେଶ । ଆଧ୍ୟାତ୍ମିକ ଓ ଭକ୍ତିମୟ ପରିବେଶ ମଧ୍ୟରେ ଭକ୍ତମାନେ ମାଆଙ୍କ ବେଶ ଦର୍ଶନ କରି କରୁଣା ଲାଭ କରୁଛନ୍ତି ।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories