www.samajalive.in
Tuesday, December 9, 2025
23.1 C
Bhubaneswar

ପୁଲିସ ଏସ୍‍ଆଇ ଲିଖିତ ପରୀକ୍ଷା ସ୍ଥଗିତ

ସମାଜ ଡିଜିଟାଲ ଡେସ୍କ: ପୁଲିସ ଏସ୍‍ଆଇ ପରୀକ୍ଷା ସ୍ଥଗିତ ହୋଇଛି । ଅକ୍ଟୋବର ୫ ଓ ୬ରେ ହେବାକୁ ଥିବା ଲିଖିତ ପରୀକ୍ଷାକୁ ସ୍ଥଗିତ କରାଯାଇଛି । ଏନେଇ ଓପିଆରବି ଅଧ୍ୟକ୍ଷକଙ୍କ ପକ୍ଷରୁ ସୂଚନା ଜାରି ହୋଇଛି । ଏସ୍‍ଆଇ ପରୀକ୍ଷାରେ ଜାଲିଆତି ଅଭିଯୋଗ ପରେ ଲିଖିତ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ତେବେ ସାନି ପରୀକ୍ଷା ତାରିଖ ଶୀଘ୍ର ଘୋଷଣା ନେଇ ସୂଚନା ଦିଆଯିବ ବୋଲି କୁହାଯାଇଛି ।
ବ୍ରହ୍ମପୁରରେ ପୁଲିସ ଚାକିରିରେ ଜାଲିଆତି ଅଭିଯୋଗ ହୋଇଥିଲା । କୁହାଯାଉଛି ଯେ ପରୀକ୍ଷା ପରିଚାଳନା ଦାୟିତ୍ୱ ନେଇଥିବା ସଂସ୍ଥା ଆଶାୟୀଙ୍କୁ ସ୍ପେଶାଲ୍‍ କୋଚିଂ ଦେବାକୁ ହାଇଦ୍ରାବାଦ ନେଉଥିଲେ । ୧୦୦ରୁ ଅଧିକ ଆଶାୟୀଙ୍କୁ ହାଇଦ୍ରାବାଦ ନେଥ କୋଚିଂ ଦେବାକୁ ପ୍ରୟାସ କରୁଥିଲେ ବୋଲି ଜଣାପଡିଛି । ହେଲେ ବ୍ରହ୍ମପୁର ପୁଲିସ ସେମାନଙ୍କୁ ପିଛା କରି ଅଟକ ରଖିଥିବା ସୂଚନା ମିଳିଛି । ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମରେ ପୁଲିସ ଧରିବା ପରେ ବ୍ରହ୍ମପୁର ଆଣି ପଚରାଉଚରା କରୁଥିବା ସୂଚନା ମିଳିଛି ।

Hot this week

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

ଜନଗଣନା ପାଇଁ ଜାନୁଆରୀ ୧୫ ସୁଦ୍ଧା ହେବେ କାର୍ଯ୍ୟକର୍ତ୍ତା ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ୨୦୨୭ ଜନଗଣନା ପାଇଁ ଆଗାମୀ ଜାନୁଆରୀ...

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

Related Articles

Popular Categories