www.samajalive.in
Monday, December 8, 2025
27.1 C
Bhubaneswar

ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ; ୧୦ମୃତ, ସିସିଟିଭିରେ କଏଦ ଦୃଶ୍ୟ

ସମାଜ ଡିଜିଟାଲ ଡେସ୍କ: ପାକିସ୍ତାନର କ୍ୱେଟାରେ ଏକ ସେନା ଘାଟି ଉପରେ ବିସ୍ଫୋରଣ ହୋଇଛି । ପୂର୍ବ କ୍ୱେଟାରେ ଫ୍ରଣ୍ଟିୟର୍‍ କର୍ପସ୍‍ କାର୍ଯ୍ୟାଳୟ ନିକଟରେ ଏକ ଭୟଙ୍କର ବିସ୍ଫୋରଣ ହେବାପରେ ଗୁଳିଚାଳନା ହୋଇଥିଲା । ସମ୍ବେଦନଶୀଳ ଅଞ୍ଚଳ ଭାବରେ ବିବେଚିତ ମଡେଲ୍‍ ଟାଉନ୍‍ ଏବଂ ଆଖାପାଖ ଅଞ୍ଚଳରେ ଭୟଙ୍କର ବିସ୍ଫୋରଣ ହୋଇଥିଲା । ଏଥିରେ ୧୦ଜଣଙ୍କ ମୃତ୍ୟୁ ହୋଇଥିବା ବେଳ ୧୯ଜଣ ଆହତ ହୋଇଛନ୍ତି । ଏହି ଘଟଣା ଆଖପାଖ ଅଞ୍ଚଳରେ ଆତଙ୍କ ଖେଳାଇଛି । ବିସ୍ଫୋରଣ ବେଳର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି । ବିସ୍ଫୋରଣ ପରେ ସ୍ଥାନୀୟ ଅଞ୍‍ଚଳରେ ଗୁଳିଚାଳନା ହୋଇଥିବା ସୂଚନା ମିଳିଛି ।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories