www.samajalive.in
Monday, December 8, 2025
27.1 C
Bhubaneswar

ଚେନ୍ନାଇରେ ଷ୍ଟିଲ୍‌ ଆର୍କ ଖସିବାରୁ ୯ ଜଣଙ୍କ ଶ୍ରମିକଙ୍କ ମୃତ୍ୟୁ

ଚେନ୍ନାଇ- ଚେନ୍ନାଇରେ ନିର୍ମାଣଧିନ ଥର୍ମାଲ ପାଓ୍ୱାର ଷ୍ଟେସନ୍‌ର ବିଶାଳକାୟ ଷ୍ଟିଲ୍‌ ଆର୍କ ଖସିପଡିବାରୁ ୯ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି । ଏଥିରେ ୧୦ରୁ ଅଧିକ ଶ୍ରମିକ ଆହତ ହୋଇଥିବା ସୂଚନା ମିଳିଛି ।

ପ୍ରାଥମିକ ରିପୋର୍ଟ ଅନୁଯାୟୀ ୩୦ ଫୁଟ୍‌ ଉଚ୍ଚରୁ ଏହି ଆର୍କ ଖସିପଡିଥିଲା । ତଳେ କାମ କରୁଥିବା ଶ୍ରମିକମାନଙ୍କ ଉପରେ ଏହା ଖସିଥିଲା । କେଉଁ କାରଣରୁ ଏହା ଖସିଛି ତାହା ଜଣାପଡିନାହିଁ। ସ୍ଥାନୀୟ ପୁଲିସ ଏହାର ତଦନ୍ତ କରୁଛି ।

- Advertisement -

ପ୍ରଧାନମନ୍ତ୍ରୀ ମୋଦୀ ଏହି ଘଟଣାରେ ଶୋକବ୍ୟକ୍ତ କରିଛନ୍ତି ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories