www.samajalive.in
Saturday, December 6, 2025
26.1 C
Bhubaneswar

ହାତୀଙ୍କ ପାଇଁ ଘର ତିଆରିବେ ସରକାର

ଭୁବନେଶ୍ବର : ଜଙ୍ଗଲରେ ଖାଦ୍ୟ ଅଭାବ ଯୋଗୁ ଜନବସତି ମୁହାଁ ହେଉଛନ୍ତି ହାତୀ। ହାତୀ ସୁରକ୍ଷା ପାଇଁ ରାଜ୍ୟ ସରକାର ଦୀର୍ଘକାଳୀନ ଯୋଜନା ଆଣିବାକୁ ଯାଉଛନ୍ତି। ତେଣୁ ଜଙ୍ଗଲ ଭିତରେ ହାତୀଙ୍କ ପାଇଁ ପଣସ, ଆମ୍ବ, ବାଉଁଶ ଆଦି ଗଛ ଲଗାଯିବ। ଓଡ଼ିଶାରେ ୨୧୦୦ରୁ ଊର୍ଦ୍ଧ୍ବ ହାତୀ ଅଛନ୍ତି। ସେ ଭିତରୁ ୪୦୦ ହାତୀଙ୍କ ଘର ନାହିଁ। ସେମାନଙ୍କର ଘର ଅଭାବ ଯୋଗୁଁ ଏଣେତେଣେ ବୁଲୁଛନ୍ତି। ସରକାର ହାତୀଙ୍କ ପାଇଁ ଘର କରିବେ ବୋଲି ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ କହିଛନ୍ତି। ଏଥିସହ ସେ କହିଛନ୍ତି, ଏବେ ଜୀବଜନ୍ତୁଙ୍କ ସଂଖ୍ୟା ବଢିଛି। ଆମ ସରକାର ଘର ତିଆରି କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜି ହୋଇଥିବା ମନ୍ତ୍ରୀ ଶ୍ରୀ ସିଂଖୁଣ୍ଟିଆ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories