www.samajalive.in
Saturday, December 6, 2025
14.1 C
Bhubaneswar

କଲେଜ ଛକରେ ଭୁଶୁଡିଲା ଗେଟ୍: ରାଜାବଗିଚାରେ ଭାଙ୍ଗିଲା ତାଜା, ୩ ଆହତ

କଟକ: କଟକରେ ଦଶହରା ମାହୋଲ ଚାଲିଥିବା ବେଳେ ପ୍ରବଳ ବର୍ଷା ପୂଜାକୁ ଫିକା କରିଦେଇଛି। ପ୍ରବଳ ବର୍ଷା ଯୋଗୁଁ କଲେଜ ଛକରେ ଥିବା ଲାଇଟ୍ ଗେଟ୍ ଭୁଶୁଡି ପଡିଛି। ବର୍ଷା ଯୋଗୁଁ କେହି ନଥିବାରୁ କାହାରି କିଛି କ୍ଷତି ହୋଇନଥିବା ସୂଚନା ମିଳିଛି। ଆଖାପାଖ ଅଞ୍ଚଳରେ ବିଦ୍ୟୁତ୍ କାଟ କରାଯାଇ ରାସ୍ତା ସଫା କରାଯାଉଛି।

ସେପଟେ କଟକ ରାଜାବଗିଚାରେ ପୂଜା ମଣ୍ଡପର ତାଜା ଭାଙ୍ଗିଯାଇଛି। ଏଥିରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ସର୍ବୋଦୟପୁର ପୂଜା କମିଟି ପକ୍ଷରୁ ପୂଜା ଚାଲିଥିବାବେଳେ ଏଭଳି ଅଘଟଣ ଘଟିଛି। ଆହତ ୩ ଜଣ ବ୍ୟକ୍ତିଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories