www.samajalive.in
Friday, December 5, 2025
20.1 C
Bhubaneswar

ଆମେରିକା ସଟ୍ ଡାଉନ୍ !

ନୂଆଦିଲ୍ଲୀ : ଆମେରିକାରେ ଏବେ ଏକ ବଡ଼ ସଙ୍କଟ ଦେଖାଦେଇଛି। ୨୦୧୯ ମସିହା ପରେ ପ୍ରଥମ ସରକାରୀ  ସଟ୍‌ଡାଉନ୍ ହୋଇଛି।  ମଙ୍ଗଳବାର ରାତିରେ ଫଣ୍ଡିଂ ବିଲ୍ ଉପରେ ଭୋଟିଂ ହୋଇଥିଲା । ସିନେଟ୍‌ରେ ବିଲ୍ ପାସ୍ କରିବାରେ ବିଫଳ ହୋଇଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଟ୍ରମ୍ପଙ୍କ ରିପବ୍ଲିକାନ୍ ପାର୍ଟିର ଅନେକ ସାଂସଦ ବିଲ୍ ବିରୋଧରେ ଭୋଟ ଦେଇଛନ୍ତି ।

ଫଳରେ ଆମେରିକାରେ ସରକାରୀ କାର୍ଯ୍ୟ ସମ୍ପୂର୍ଣ୍ଣ ବନ୍ଦ ରହିଛି । ସଟ୍‌ ଡାଉନ୍ ହେବା ଦ୍ୱାରା ଆମେରିକା ସରକାର ପାଖରେ ଖର୍ଚ୍ଚ କରିବା ପାଇଁ ଅର୍ଥ ନାହିଁ । ଆମେରିକାର ଆଇନ ଅନୁଯାୟୀ, ବଜେଟ୍ କିମ୍ବା ଅସ୍ଥାୟୀ ପାଣ୍ଠି ବିଲ୍ ପାସ୍ ନହେବା ପର୍ଯ୍ୟନ୍ତ “ଅଣ-ଅତ୍ୟାବଶ୍ୟକ” ସରକାରୀ ବିଭାଗ ଏବଂ ସେବାଗୁଡ଼ିକୁ ବନ୍ଦ କରିବାକୁ ପ‌ଡ଼ିଥାଏ। ଏହି ପରିସ୍ଥିତିକୁ ସଟଡାଉନ୍ କୁହାଯାଏ। ଏହା ଗତ ଦୁଇ ଦଶନ୍ଧି ମଧ୍ୟରେ ଆମେରିକାରେ ପଞ୍ଚମ ବଡ଼ ସଟଡାଉନ୍ ବୋଲି କୁହାଯାଉଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories