ଅନୁଗୁଳ : ଅନୁଗୁଳ ଜିଲା ତାଳଚେର ବନାଞ୍ଚଳ ଦେଉଳବେଡ଼ାରେ ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଶନିବାର ସକାଳ ସମୟରେ ସେ ନିଜ ଘର ପାଖରେ କାମ କରୁଥିବା ବେଳେ ହଠାତ ଏକ ହାତୀ ତାଙ୍କୁ ଆକ୍ରମଣ କରିଥିଲା। ହାତୀର ଆକ୍ରମଣରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା।
Popular Categories



