ବିଷକ୍ରିୟା ଯୋଗୁଁ ଯୁବତୀଙ୍କ ମୃତ୍ୟୁ ଅଭିଯୋଗ
ମୋହନା : ଜଣେ ଯୁବତୀଙ୍କର ବିଷକ୍ରିୟା ଯୋଗୁଁ ମୃତ୍ୟୁ ହୋଇଥିବା ଅଭିଯୋଗ କରାଯାଇଛି। ଏପରି ଘଟଣା ଅଡବା ଥାନା କାମ୍ବାଇଜୁ ଗ୍ରାମରେ ଘଟିଛି। ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମୋହନା ମେଡିକାଲରେ ଭର୍ତ୍ତି କରାଯାଇଥିଲା।ସୂଚନାଯୋଗ୍ୟ ଯେ, ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଛି।