www.samajalive.in
Monday, December 8, 2025
13.1 C
Bhubaneswar

ଗଛରେ ପିଟିହେଲା କାର, ଜଣେ ମୃତ

ଭବାନୀପାଟଣା:  ଆଜି ଭୋରରେ ନର୍ଲା ଥାନା ଅନ୍ତର୍ଗତ ଦେହେଲି ଗାଁ ନିକଟରେ ଏକ କାର ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋିଛି । ଏହି ଦୁର୍ଘଟଣାରେ ଗୁରୁତର ୩ ଜଣଙ୍କୁ ନର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ନାମ ସ୍ଵାଧୀନ ପାତ୍ର ବୋଲି ଜଣା ପଡିଛି। ସମସ୍ତେ ଏକ କାରରେ ମାଲକାନଗିରିରୁ ଭୁବନେଶ୍ୱର ଯାଉଥିବା ବେଳେ ଆଜି ଭୋରରେ ଭାରସାମ୍ୟ ହରାଇ କାର ଟି ଦେହେଲି ନିକଟରେ ଏକ ଗଛ ସହିତ ପିଟି ହେଇଥିଲା। ଫଳରେ ଦୁର୍ଘଟଣା ଘଟି ଘଟଣାସ୍ଥଳରେ ଜଣେ ମୃତ୍ୟୁ ବରଣ କରିଥିଲେ। ନର୍ଲା ପୋଲିସ ଘଟଣାର ତଦନ୍ତ କରୁଛି।

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories