www.samajalive.in
Friday, December 12, 2025
23.1 C
Bhubaneswar

୧୦୦ବର୍ଷରେ ଆରଏସ୍‍ଏସ୍‍, ବାଲୁକା କଳାରେ ଶୁଭେଚ୍ଛା

ପୁରୀ: ଆଜି ବିଜୟା ଦଶମୀର ପବିତ୍ର ଅବସରରେ ରାଷ୍ଟ୍ର ନିର୍ମାଣ ଏବଂ ସମାଜସେବାର ଏକ ଐତିହ୍ୟ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଶତବାର୍ଷିକୀ ଉତ୍ସବ ପାଳନ କରାଯାଉଛି । ଦେଶ ପ୍ରତି ନିଃସ୍ୱାର୍ଥପର ସେବାର ୧୦୦ବର୍ଷ ପୂରଣ କରିଛି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ । ଏହି ଅବସରରେ ସବୁଠି ଶୁଭେଚ୍ଛାର ବାର୍ତ୍ତା ପଠାଯାଇଛି । ଓଡ଼ିଶାର ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ।

Hot this week

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

ଫେବୃଆରୀ ୧୨ରେ ବାଂଲାଦେଶ ନିର୍ବାଚନ

ଢାକା,୧୧ା୧୨: ଆସନ୍ତା ବର୍ଷ ଫେବୃଆରୀ ୧୨ ତାରିଖରେ ବାଂଲାଦେଶ ନ୍ୟାସନାଲ ଆସେମ୍ବ୍ଲି...

Related Articles

Popular Categories