www.samajalive.in
Monday, December 8, 2025
16.1 C
Bhubaneswar

ପେଶାୱରରେ ବୋମା ବିସ୍ଫୋରଣରେ ୯ମୃତ

ସମାଜ ଡିଜିଟାଲ ଡେସ୍କ: ପାକିସ୍ତାନର ପେଶାୱରରେ ବୋମା ବିସ୍ପୋରଣରେ ୯ଜଙ୍କ୍ର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଆହତ ହୋଇଥିବା ଜଣାପଡିଛି । ଆହତମାନେ ଆଇନ ପ୍ରବର୍ତ୍ତନ ଅଧିକାରୀ ବୋଲି କୁହାଯାଉଛି । ମିଳିଥିବା ସୂଚନା ଅନୁସାରେ ସୁରକ୍ଷା ବାହିନୀକୁ ଟାର୍ଗେଟ କରିବା ପାଇଁ ବିସ୍ଫୋରଣ ଘଟିଥିଲା । ଜଣେ ପୁଲିସ ଅଧିକାରୀଙ୍କ ସୂଚନା ଅନୁସାରେ ପୁଲିସ ଓ ସୁରକ୍ଷା ଅଧିକାରୀଙ୍କୁ ଲକ୍ଷ୍ୟ କରି ବିସ୍ଫୋରଣ କରାଯାଇଥିଲା । ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ ବିସ୍ଫୋରକ ଉପକରଣଟି ପୁଲିସ ଭ୍ୟାନ ଯାଉଥିବା ରାସ୍ତାରେ ରଖାଯାଇଥିଲା ।  ବିସ୍ଫୋରଣରେ ଆହତଙ୍କ ଅବସ୍ଥା ଗୁରୁତର ହୋଇଛି । ଘଟଣାସ୍ଥଳରେ ସୁରକ୍ଷା ବାହିନୀ ମୁତୟନ ହେବା ସହ ଅଞ୍ଚଳକୁ ଘେରାବନ୍ଦୀ କରାଯାଇଛି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories